Difference between revisions 13258 and 13423 on orwikisource{{header | title = କଳା କଳେବର ଚଉତିଶା | author = ଭକ୍ତ ଚରଣ ଦାସ | translator = | section = | previous = | next = | year = | notes = }} <center> <strong>[ {{larger|କଳାକଳେବର ଚଉତିଶା}} ]</strong> <poem>⏎ ⏎ ⏎ ⏎ କଳାକଳେବର କହ୍ନାଇ ସଙ୍ଗେ ରୋହିଣୀ ସୁତ, କରନ୍ତି ମଥୁରା ବିଜୟେ ଦାଣ୍ଡେ ଦେଖ ସଙ୍ଗାତ | ଖସି ପଡୁଛି କି ଆକାଶୁ କି ଏ ଗଙ୍ଗା ଯମୁନା, କ୍ଷୀର ସଙ୍ଗେ ପ୍ରାଣ ଶୋଷିଲେ ନାଶ ଗଲା ପୂତନା | ଗହନ କାନନ ବନରେ ଘୋର ବରଷା କାଳ, ଗିରି ବାମ କରେ ଧଇଲେ ନନ୍ଦ ଯଶୋଦାବାଳ | (contracted; show full) ହେଲେ ହେବୁ ପଛେ କୁଳଟା ହାର କରିବୁ ଗଳେ, ହସୁଥିବୁ ତାର ସଙ୍ଗତେ ବସିଥିବୁ ଗୋ କୋଳେ | ଛାଡି ଲଜ୍ଜାଭୟ ତା ରୂପ ଦରପଣେ ମାଜିବା, ଛାର ଭକ୍ତ ଦାସ କହେ ତା ଧ୍ୟାୟୀ ରଜନୀ ଦିବା | </poem> </center> All content in the above text box is licensed under the Creative Commons Attribution-ShareAlike license Version 4 and was originally sourced from https://or.wikisource.org/w/index.php?diff=prev&oldid=13423.
![]() ![]() This site is not affiliated with or endorsed in any way by the Wikimedia Foundation or any of its affiliates. In fact, we fucking despise them.
|