Difference between revisions 14632 and 14633 on orwikisource{{header | title = ଆମ ଦେବଦେବୀ | author = ଅସିତ ମହାନ୍ତି | translator = | section = | previous = [[ଆମ ଦେବଦେବୀ/କବି ପରିଚୟ]] | next = [[ଆମ ଦେବଦେବୀ/ସୂଚିପତ୍ର]] | year = (contracted; show full)କାହିଁକି ଧଳା, ସାପଙ୍କ ଜିଭ କାହିଁକି କଟା- ଏମିତି ଶହ ଶହ କାହାଣୀ ସେମାନେ ଏ ବହିରୁ ପାଇବେ । ପୁଣି ସୂର୍ଯ୍ୟଙ୍କର ସାତ ଘୋଡ଼ା ଓ ଚନ୍ଦâଙ୍କର ସତେଇଶ ସ୍ତ୍ରୀ ପରି ଗପର ଯେ ବୈଜ୍ଞାନିକ ଭିତ୍ତି ରହିଛି, ତାହା ମଧ୍ୟ ସେମାନେ ଜାଣି ପାରିବେ । ଏଣୁ ଏ ବହି ପଢ଼ି, ଆମ ପୁରାଣ ପରଂପରା ଓ ଆମ ପାରଂପରିକ ମୂଲ୍ୟବୋଧ ସହ ଆମ ପିଲାଏ ଯଦି କିଛି ପରିମାଣରେ ଯୋଡ଼ି ହେବେ, ତେବେ ଏହାର ଉଦେ୍ଧଶ୍ୟ ସଫଳ ହେଲା ବୋଲି ମୁଁ ଭାବିବି । ଏସବୁ କିଛି ନ ହୋଇ, ଗପଗୁଡ଼ିକ ପଢ଼ି ସେମାନେ ଯଦି କେବଳ ଖୁସି ହେବେ; ତେବେ ବି ମୁଁ ଆହୁରି ବେଶି ଖୁସି ହେବି । ⏎ ⏎ ଗଣେଶ ଆମ ଭାରତର ଶାସ୍ତ୍ର, ପୁରାଣମାନଙ୍କରେ ଯେଉଁସବୁ ଦେବଦେବୀଙ୍କ ନାମ ଓ ଗୁଣର ବର୍ଣ୍ଣନା ଅଛି, ସେମାନଙ୍କ ମଧ୍ୟରେ ଗଣେଶଙ୍କ ମହତ୍ତ୍ୱ ଅସାଧାରଣ । ସନାତନ ହିନ୍ଦୁ ଧର୍ମରେ ଗଣେଶଙ୍କୁ କେବଳ ଯେ ପଞ୍ଚଦେବତାଙ୍କ ମଧ୍ୟରେ ପୂଜା କରାଯାଏ ତାହା ନୁହେଁ; ଅନ୍ୟ ଯେ କୌଣସି ଦେବଦେବୀଙ୍କ ପୂଜା ବା ଉତ୍ସବ ମଧ୍ୟ ଶâୀଗଣେଶଙ୍କ ସ୍ମରଣ ବା ଆବାହନ ବିନା All content in the above text box is licensed under the Creative Commons Attribution-ShareAlike license Version 4 and was originally sourced from https://or.wikisource.org/w/index.php?diff=prev&oldid=14633.
![]() ![]() This site is not affiliated with or endorsed in any way by the Wikimedia Foundation or any of its affiliates. In fact, we fucking despise them.
|